ଫେରିଲେ ଉଷା ପାଢ଼ୀ: ପରିବହନ ଓ ଦକ୍ଷତା ବିକାଶ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀଙ୍କୁ ଆଜି ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ମିଳିଛି । ସେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ ତୁଲାଇବେ । ଏହା ସହିତ ଆଇଏଏସ୍ ହେମନ୍ତ ଶର୍ମା ଓ ବିଷ୍ଣୁପଦ ସେଠୀଙ୍କୁ ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ଦିଆଯାଇଛି । ଆଜି ସାଧାରଣ ପ୍ରଶାସନ ବିଭାଗ […]

Usha Padhi

Usha Padhi

Ordigital Desk
  • Published: Friday, 16 December 2022
  • Updated: 16 December 2022, 07:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀଙ୍କୁ ଆଜି ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ମିଳିଛି । ସେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ ତୁଲାଇବେ । ଏହା ସହିତ ଆଇଏଏସ୍ ହେମନ୍ତ ଶର୍ମା ଓ ବିଷ୍ଣୁପଦ ସେଠୀଙ୍କୁ ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ଦିଆଯାଇଛି ।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁକ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ସେ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ । ସେହିପରି ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବରୁ ଅବ୍ୟାହତି ଦିଆଯାଇଛି । ତେବେ ଇପିକଲ୍ ଓ ଇଡକୋ ଅଧ୍ୟକ୍ଷ ଭାବେ ସେ ଅତିରିକ୍ତ ଦାୟିତ୍ୱ ଜାରି ରଖିବେ ।

ସେହିପରି ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କଠୁ ବାଣିଜ୍ୟ ଓ ପରିବହନ ବିଭାଗ କାଢ଼ି ନିଆଯାଇଛି । ଶ୍ରୀମତୀ ପାଢ଼ୀଙ୍କୁ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି ।

ସୂଚନାଯୋଗ୍ୟ, ଶ୍ରୀମତୀ ପାଢ଼ୀଙ୍କ ଆଇଏଏସ୍ ସ୍ୱାମୀ ଅରବିନ୍ଦ ପାଢ଼ୀ ଏବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଶ୍ରୀ ପାଢ଼ୀ ଗତ ଅଗଷ୍ଟ ମାସରେ ଓଡ଼ିଶା ଫେରିଥିଲେ । ଉଭୟ ପତି-ପତ୍ନୀ ୨୦୧୫ ମସିହାରେ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story