ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହୋମ୍ କ୍ୱାରେଣ୍ଟାଇନରେ ରହିଲେ IAS ଆର.ଭିନିଲକ୍ରିଷ୍ଣା । ଗତ କିଛି ଦିନ ତଳେ ବିଦେଶରୁ ଫେରିଛନ୍ତି IAS ଆର୍ ଭିନିଲକ୍ରିଷ୍ଣା। ତେଣୁ ଫେରିବା ପରେ ସେ କ୍ୱାରେଣ୍ଟାଇନରେ ରହିଛନ୍ତି। ଏନେଇ ଏକ ଭିଡିଓ ଜରିଆରେ ଭିନିଲକ୍ରିଷ୍ଣା ସୂଚନା ଦେଇଛନ୍ତି । ବିଦେଶରୁ ଭିନିଲକ୍ରିଷ୍ଣା ଫେରିବା ପରେ ସେ ସରକାରଙ୍କ ୱେବସାଇଟ୍ରେ ପଞ୍ଜିକରଣ କରିଛନ୍ତି ।
ନିଜ ଯାତ୍ରା ସମ୍ପର୍କରେ ସବିଶେଷ ତଥ୍ୟ ସେ ରଖିଛନ୍ତି। ତେବେ ସେ ସୁସ୍ଥ ରହିଛନ୍ତି। କିନ୍ତୁ ସରକାରୀ ଗାଇଡଲାଇନ ଅନୁସାରେ କ୍ୱାରେଣ୍ଟାଇନରେ ଥିବା ନିଜ ପ୍ରତିକ୍ରିୟାରେ କହିଛନ୍ତି ।
ମାଲକାନଗିରିର ଜିଲ୍ଲାପାଳ ଥିବା ବେଳେ ମାଓବାଦୀଙ୍କ ଅପହରଣର ଶିକାର ହୋଇ ୨୦୧୧ରେ ଚର୍ଚ୍ଚାକୁ ଆସିଥିଲେ ଆର୍.ଭିନିଲକ୍ରିଷ୍ଣା। ତାଙ୍କୁ ୯ଦିନ ରଖିବା ପରେ ମାଓବାଦୀମାନେ ମୁକ୍ତ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।