ଭୁବନେଶ୍ୱର: ଇଛାଧୀନ କୋଟାରେ ଏକାଧିକ ପ୍ଲଟ୍, ଫ୍ଲ।ଟ୍ ନେଇଥିବା ବ୍ୟକ୍ତିଙ୍କ ବିରୋଧରେ ଆରମ୍ଭ ହୋଇଛି ଭିଜିଲାନ୍ସ ତଦନ୍ତ। ମିଳିଥିବା ସୂଚନା ଅନୁସାରେ, ବିଡିଏ ଠାରୁ ଏସମ୍ପର୍କିତ ୨୭ଟି ଫ।ଇଲ ଭିଜିଲାନ୍ସ ସଂଗ୍ରହ କରିଛି। ଭିନିଲାନ୍ସର ଏକ ଟିମ୍ ବିଡିଏ ଅଫିସରୁ ଫ।ଇଲ ଯାଞ୍ଚ କରିବା ସହ ତଥ୍ୟ ହାସଲ କରି ତଦନ୍ତ ଜାରି ରଖିଛନ୍ତି। ତାରା ଦତ୍ତ ଟାସ୍କ ଫେ।ର୍ସ ରିପୋର୍ଟ କାର୍ଯ୍ୟକାରୀ ନେଇ ମୋଡାଲିଟି ନିର୍ଦ୍ଧାରଣ ପରେ ଏହି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ପୂର୍ବରୁ ନଗର ଉନ୍ନୟନ ବିଭାଗ, ପ୍ଲଟ୍ ଓ ଫ୍ଲ।ଟ୍ ଆବଣ୍ଟନର ତଦନ୍ତ ପାଇଁ ଭିଜିଲାନ୍ସକୁ ତଥ୍ୟ ଦେବାକୁ ବିଡିଏ ସିଡିଏ ଓ ହାଉସିଂ ବୋର୍ଡକୁ ଚିଠି ଲେଖିଥିଲେ। ଏପରିକି ବେଆଇନ ଆବଣ୍ଟନର ସ୍ପଷ୍ଟ ପ୍ରମାଣ ଥିଲେ ପ୍ଲଟ୍ କିମ୍ୱା ଫ୍ଲ।ଟ୍ ବାତିଲ୍ ପାଇଁ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ ନଗର ଉନ୍ନୟନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।