ମେ’ ୫ରୁ ଆଇସିଏସଇ ଦଶମ ବୋର୍ଡ , ଏପ୍ରିଲ ୮ରୁ ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ମେ’ ୫ତାରିଖରୁ ଆଇସିଏସଇ(ଇଣ୍ଡିଆନ ସାର୍ଟିଫିକେଟ ଅଫ ସେକେଣ୍ଡାରୀ ଏଜୁକେସନ) ପରୀକ୍ଷା ଓ ଏପ୍ରିଲ ୮ତାରିଖରୁ ଦ୍ୱାଦଶ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ଆଇସିଏସଇ କାଉନସିଲ୍ ପକ୍ଷରୁ କାର୍ଯ୍ୟସୂଚୀ ଜାରି ହୋଇଛି। ଆଇସିଏସଇ ଦଶମ ବୋର୍ଡ ପରୀକ୍ଷା ମେ’ ୫ରୁ ଆରମ୍ଭ ହୋଇ ଜୁନ୍ ୭ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ଆଇସିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ ୮ରୁ ଜୁନ୍ ୧୬ତାରିଖ ପର୍ଯ୍ୟନ୍ତ ଚାଲିବ। ଦଶମ ପରୀକ୍ଷା ସକାଳ ୯ଟା ଓ ୧୧ଟାରେ […]

ICSE STUDENT

ICSE STUDENT

Manoranjan Sial
  • Published: Monday, 01 March 2021
  • Updated: 01 March 2021, 10:57 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ମେ’ ୫ତାରିଖରୁ ଆଇସିଏସଇ(ଇଣ୍ଡିଆନ ସାର୍ଟିଫିକେଟ ଅଫ ସେକେଣ୍ଡାରୀ ଏଜୁକେସନ) ପରୀକ୍ଷା ଓ ଏପ୍ରିଲ ୮ତାରିଖରୁ ଦ୍ୱାଦଶ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ଆଇସିଏସଇ କାଉନସିଲ୍ ପକ୍ଷରୁ କାର୍ଯ୍ୟସୂଚୀ ଜାରି ହୋଇଛି।

ଆଇସିଏସଇ ଦଶମ ବୋର୍ଡ ପରୀକ୍ଷା ମେ’ ୫ରୁ ଆରମ୍ଭ ହୋଇ ଜୁନ୍ ୭ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ଆଇସିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ ୮ରୁ ଜୁନ୍ ୧୬ତାରିଖ ପର୍ଯ୍ୟନ୍ତ ଚାଲିବ। ଦଶମ ପରୀକ୍ଷା ସକାଳ ୯ଟା ଓ ୧୧ଟାରେ ହେବାକୁ ଥିବାବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଉଭୟ ସକାଳ ୯ଟା ଓ ଅପରାହ୍ନ ୨ଟାରେ ହେବ ବୋଲି ଜଣାପଡ଼ିଛି । କୋଭିଡ୍ ଗାଇଡଲାଇନ୍ ପାଳନ କରି ସ୍କୁଲଗୁଡ଼ିକ ଏହି ପରୀକ୍ଷା କରାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos