ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ମେ’ ୫ତାରିଖରୁ ଆଇସିଏସଇ(ଇଣ୍ଡିଆନ ସାର୍ଟିଫିକେଟ ଅଫ ସେକେଣ୍ଡାରୀ ଏଜୁକେସନ) ପରୀକ୍ଷା ଓ ଏପ୍ରିଲ ୮ତାରିଖରୁ ଦ୍ୱାଦଶ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ଆଇସିଏସଇ କାଉନସିଲ୍ ପକ୍ଷରୁ କାର୍ଯ୍ୟସୂଚୀ ଜାରି ହୋଇଛି।
ଆଇସିଏସଇ ଦଶମ ବୋର୍ଡ ପରୀକ୍ଷା ମେ’ ୫ରୁ ଆରମ୍ଭ ହୋଇ ଜୁନ୍ ୭ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ଆଇସିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ ୮ରୁ ଜୁନ୍ ୧୬ତାରିଖ ପର୍ଯ୍ୟନ୍ତ ଚାଲିବ। ଦଶମ ପରୀକ୍ଷା ସକାଳ ୯ଟା ଓ ୧୧ଟାରେ ହେବାକୁ ଥିବାବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଉଭୟ ସକାଳ ୯ଟା ଓ ଅପରାହ୍ନ ୨ଟାରେ ହେବ ବୋଲି ଜଣାପଡ଼ିଛି । କୋଭିଡ୍ ଗାଇଡଲାଇନ୍ ପାଳନ କରି ସ୍କୁଲଗୁଡ଼ିକ ଏହି ପରୀକ୍ଷା କରାଇବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।