ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଆଇସିୟୁ ସିଲ୍ କରାଯାଇଛି। ଆଇସିୟୁରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ମେଡିକାଲ କର୍ତ୍ତୃପକ୍ଷ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡ. ମହେନ୍ଦ୍ର ନାୟକ ସୂଚନା ଦେଇଛନ୍ତି। ୭ ଦିନ ପର୍ଯ୍ୟନ୍ତ ଆଇସିୟୁକୁ ସିଲ୍ କରାଯିବା ନେଇ ମେଡିକାଲ କଲେଜ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି ।
ସୂଚନାଯୋଗ୍ୟ, ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୬ରେ ପହଞ୍ଚିଛି। ସେଥିମଧ୍ୟରୁ ୨୮୬ ଜଣ ସୁସ୍ଥ ହୋଇ ସାରିଲେଣି। ୧୨୦ ଜଣ ବିଭିନ୍ନ କୋଭିଡ୍ ଡାକ୍ତର ଖାନାରେ ଚିକିତ୍ସିତ ହେଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...