୬ ମାସ ପରେ ଜେଲ୍‌ରୁ ବାହାରିଲେ ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜେଲରୁ ବାହାରିଲେ IFS ଅଭୟକାନ୍ତ ପାଠକ। ଦୀର୍ଘ ୬ ମାସ ଧରି ଜେଲରେ ରହିବା ପରେ ଝାରପଡ଼ା ଜେଲରୁ ମୁକୁଳିଲେ ଅଭୟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିଲେ। ଗତ ନଭେମ୍ବର ୨୭ ତାରିଖରେ ଗିରଫ କରିଥିଲା ଭିଜିଲାନ୍ସ। ଏହା ବ୍ୟତୀତ ତାଙ୍କ ନାଁରେ ୨ଟି ଠକେଇ ମାମଲା ମଧ୍ୟ ଥିଲା। ଗୁରୁବାର ତୃତୀୟ ମାମଲାରେ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ ଓଡ଼ିଶା ହାଇକୋର୍ଟ। ୨ ଲକ୍ଷ ଟଙ୍କାର ୨ଟି ଜାମିନଦାରଙ୍କ […]

IFS Abhaya Pathak

IFS Abhaya Pathak

Manoranjan Sial
  • Published: Friday, 18 June 2021
  • Updated: 18 June 2021, 06:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜେଲରୁ ବାହାରିଲେ IFS ଅଭୟକାନ୍ତ ପାଠକ। ଦୀର୍ଘ ୬ ମାସ ଧରି ଜେଲରେ ରହିବା ପରେ ଝାରପଡ଼ା ଜେଲରୁ ମୁକୁଳିଲେ ଅଭୟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିଲେ। ଗତ ନଭେମ୍ବର ୨୭ ତାରିଖରେ ଗିରଫ କରିଥିଲା ଭିଜିଲାନ୍ସ। ଏହା ବ୍ୟତୀତ ତାଙ୍କ ନାଁରେ ୨ଟି ଠକେଇ ମାମଲା ମଧ୍ୟ ଥିଲା। ଗୁରୁବାର ତୃତୀୟ ମାମଲାରେ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ ଓଡ଼ିଶା ହାଇକୋର୍ଟ। ୨ ଲକ୍ଷ ଟଙ୍କାର ୨ଟି ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରିଥିଲେ କୋର୍ଟ। ତାଙ୍କ ବିରୋଧରେ ଥିବା ସମସ୍ତ ୩ ମାମଲାରେ ଜାମିନ ପାଇବା ପରେ ଆଜି ଜେଲ୍‌ରୁ ବାହାରିଲେ ଅଭୟ ପାଠକ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ IFS ଅଭୟ ପାଠକଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ତାଙ୍କ ପେଡି ଖୋଳୁ ଖୋଳୁ ଧରାପଡ଼ିଥିଲା ପୁଅ ଆକାଶ ପାଠକ। ସେ ମଧ୍ୟ ଟାଟା କମ୍ପାନୀରେ ଚାକିରି କରାଇ ଦେବାକୁ କହି ବହୁ ଯୁବକ ଓ ଯୁବତୀଙ୍କୁ ଠକାଇଥିଲେ। ଏନେଇ ଅଭିଯୋଗ ହେବା ପରେ ଭିଜିଲାନ୍ସ ପରେ ଆକାଶଙ୍କୁ ଗିରଫ କରିଥିଲା। ଦୀର୍ଘ ୬ ମାସ ଧରି ଜେଲ୍‌ରେ ରହିବା ପରେ ଆଜି ଆଇଏଫ୍‌ଏସ୍‌ ଅଭୟ ପାଠକ ଝାରପଡ଼ା ଜେଲ୍‌ରୁ ବାହାରିଛନ୍ତି। ତାଙ୍କ ପୁଅ ଏବେ ମଧ୍ୟ ଜେଲ୍‌ରେ ରହିଛନ୍ତି।

ପୂର୍ବରୁ ଅଭୟ ପାଠକଙ୍କ ଭାବି ସମୁଦି ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜେଲ୍‌ରୁ ବାହାରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story