ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି IFS ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ।
ଭୁବନେଶ୍ୱରର ୫ଟି ଏବଂ ମୁମ୍ବାଇ ଓ ପୁଣେର ୭ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ।ଏହିଭଳି ଏକକାଳୀନ ୧୩ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରୁଛି। ତେବେ ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହୋଇଛି, ତାହା ଜଣାପଡିନାହିଁ॥
ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତଙ୍କ ବିରୋଧରେ କୋଟି କୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିଥିବାର ଅଭିଯୋଗ ହେବା ପରେ ଭିଜିଲାନ୍ସ ଜାଲରେ ସେ ଛନ୍ଦି ହୋଇ ପଡ଼ିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।