Advertisment

ଭିଜିଲାନ୍ସ ଜାଲରେ IFS ଅଫିସର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି IFS  ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ  ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱରର ୫ଟି ଏବଂ ମୁମ୍ବାଇ ଓ ପୁଣେର ୭ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ।ଏହିଭଳି ଏକକାଳୀନ ୧୩ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରୁଛି। ତେବେ ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହୋଇଛି, ତାହା ଜଣାପଡିନାହିଁ॥ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତଙ୍କ ବିରୋଧରେ କୋଟି କୋଟି […]

ଅଦ୍ୟତନ ହୋଇଛି
ଗଣିତ ଅଧ୍ୟାପକ ଓ ଜୁନିଅର ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ

vigilance

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି IFS  ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ  ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ।

Advertisment

ଭୁବନେଶ୍ୱରର ୫ଟି ଏବଂ ମୁମ୍ବାଇ ଓ ପୁଣେର ୭ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ।ଏହିଭଳି ଏକକାଳୀନ ୧୩ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରୁଛି। ତେବେ ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହୋଇଛି, ତାହା ଜଣାପଡିନାହିଁ॥

ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତଙ୍କ ବିରୋଧରେ କୋଟି କୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିଥିବାର ଅଭିଯୋଗ ହେବା ପରେ ଭିଜିଲାନ୍ସ ଜାଲରେ ସେ ଛନ୍ଦି ହୋଇ ପଡ଼ିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe