ପୁରୀରେ ପୁଲିସ୍‌ ହେପାଜତରେ ଯୁବକ ମୃତ୍ୟୁ ଘଟଣା, ଆଇଜିଙ୍କ ତଦନ୍ତ ଆରମ୍ଭ

ପୁରୀ(ଓଡ଼ିଶା ରିପୋର୍ଟର): ପୁଲିସ୍‌ ହେପାଜତରେ ପୁରୀ ବାସେଳି ସାହି ଥାନା ଅଞ୍ଚଳର କେ. ରମେଶ ନାମକ ଯୁବକଙ୍କ ମୃତ୍ୟୁ ଅଭିଯୋଗକୁ ନେଇ ଗତକାଲି ପୁରୀ ସହରରେ ଦେଖାଯାଇଥିଲା ଉତ୍ତେଜନା । ଏହି ଘଟଣାକୁ ନେଇ ପୁରୀରେ ମୁହାଁମୁହିଁ ହୋଇଥିଲେ ପୁଲିସ୍‌-ପବ୍ଲିକ । ବିଭିନ୍ନ ମହଲରୁ ଏହି ଘଟଣାକୁ ତୀବ୍ର ନିନ୍ଦା କରାଯିବା ପରେ ଗତକାଲି ପୁରୀ ଯାଇ ଘଟଣାର ସମୀକ୍ଷା କରିଛନ୍ତି ଆଇଜି ଇନ୍‌ଚାର୍ଜ ଏସ୍ ପ୍ରବୀଣ କୁମାର । ପୁରୀରେ ଏସ୍‌ପି, ବରିଷ୍ଠ ଅଧିକାରୀଙ୍କ ସହ […]

puri

puri

Niharika Rout
  • Published: Friday, 20 November 2020
  • Updated: 20 November 2020, 09:20 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ପୁଲିସ୍‌ ହେପାଜତରେ ପୁରୀ ବାସେଳି ସାହି ଥାନା ଅଞ୍ଚଳର କେ. ରମେଶ ନାମକ ଯୁବକଙ୍କ ମୃତ୍ୟୁ ଅଭିଯୋଗକୁ ନେଇ ଗତକାଲି ପୁରୀ ସହରରେ ଦେଖାଯାଇଥିଲା ଉତ୍ତେଜନା । ଏହି ଘଟଣାକୁ ନେଇ ପୁରୀରେ ମୁହାଁମୁହିଁ ହୋଇଥିଲେ ପୁଲିସ୍‌-ପବ୍ଲିକ । ବିଭିନ୍ନ ମହଲରୁ ଏହି ଘଟଣାକୁ ତୀବ୍ର ନିନ୍ଦା କରାଯିବା ପରେ ଗତକାଲି ପୁରୀ ଯାଇ ଘଟଣାର ସମୀକ୍ଷା କରିଛନ୍ତି ଆଇଜି ଇନ୍‌ଚାର୍ଜ ଏସ୍ ପ୍ରବୀଣ କୁମାର । ପୁରୀରେ ଏସ୍‌ପି, ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ବାସେଳି ସାହି ଥାନା ପୁଲିସ୍‌ ନାଁରେ ଆସିଥିବା ଅଭିଯୋଗକୁ ବୁଝିବା ସହ ଜାତୀୟ ମାନବଧିକାର କମିଶନଙ୍କ ଗାଇଡଲାଇନ୍‌କୁ ଅନୁସରଣ କରିବାକୁ କହିଛନ୍ତି ଆଇଜି ।

ପୁରୀ ବାସେଳି ସାହି ଥାନା ଅଞ୍ଚଳର କେ. ରମେଶ ନାମକ ଯୁବକଙ୍କୁ  ପୁଲିସ୍‌ ଉଠାଇ ନେଇଥିବା ବେଳେ ପରିବାର ଲୋକଙ୍କୁ ମିଳିଲା ପୁଅ ମୃତ୍ୟୁର ଖବର । ଏପରିକି ଅଧିକ ଉତ୍ତେଜନା ଆଶଙ୍କାରେ ତରବରିଆ ଭାବେ ମୃତକଙ୍କ ବାପାଙ୍କ ଉପସ୍ଥିତିରେ ପୁରୀ ସ୍ୱର୍ଗଦ୍ୱାରରେ ଶବ ସତ୍କାର କରାଯାଇଥିଲା।  ଏହି ଖବର ପ୍ରଚାରିତ ହେବା ପରେ ଗତକାଲି ପୁରୀ ସହର ଏକ ପ୍ରକାର ଋଣକ୍ଷେତ୍ରରେ ପରିଣତ ହୋଇଥିଲା।  ପୁଲିସ୍‌- ପବ୍ଲିକ ମଧ୍ୟରେ ଆରମ୍ଭ ହୋଇଯାଇଥିଲା ଖଣ୍ଡ ଯୁଦ୍ଧ।

ବାସେଳିସାହି ପୁଲିସ୍‌ର ଥାର୍ଡ ଡିଗ୍ରୀ ଯୋଗୁ ରମେଶଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିଲା । ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ବିକ୍ଷୋଭ ସାଙ୍ଗକୁ ଧାରଣା ଦେଇଥିଲେ ସ୍ଥାନୀୟ ଲୋକେ, ସମ୍ପର୍କୀୟ।  ଜଣେ ସିଟିଂ ଜଜ୍‌ଙ୍କ ଦ୍ୱାରା ଘଟଣାର ନ୍ୟାୟିକ ତଦନ୍ତ ଦାବି କରି ଦାବିପତ୍ର ଦେଇଛି ବାର ଆସୋସିଏସନ୍ । ତାସହ ଆଇଆଇସିଙ୍କ ନାଁରେ ୩୦୨ ଦଫାରେ ମାମଲା ରୁଜୁ ଦାବି କରିଛି ।

ସେପଟେ ଏକ ପ୍ରେସ୍‌ ମିଟରେ ପୁରୀ ଏସ୍‌ପି କହିଛନ୍ତି, ମୃତ ରମେଶ ବୁଧବାର ରାତିରେ  ମାରଣାସ୍ତ୍ର ଧରି ବୁଲୁଥିବା ଖବର ଥିଲା । ତାଙ୍କୁ ଧରିବାବେଳେ ପୁଲିସ୍‌ ସହ ଧସ୍ତାଧସ୍ତି ହୋଇଥିଲା । ସେଥିରେ ତାର ମୃତ୍ୟୁ ହେବା ସହ କିଛି ପୁଲିସ୍‌ ମଧ୍ୟ ଆହତ ହୋଇଛନ୍ତି । ଏ ସମ୍ପର୍କରେ ଦଫା ୩୦୭ରେ ଥାନାରେ ଏକ ମାମଲା ରୁଜୁ ହୋଇଛି । NHRCର ଗାଇଡଲାଇନ ଅନୁସାରେ ପୁରା ଘଟଣାର ତଦନ୍ତ ହେବ ବୋଲି ଏସ୍‌ପି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story