ବଦଳିଲେ ଟ୍ୱିନ୍‌ସିଟିର ୨୬ଟି ଥାନାର ଆଇଆଇସି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମିଶନରେଟ୍‌ ପୁଲିସ୍‌ରେ ବଡ଼ ଧରଣର ଅଦଳବଦଳ ହୋଇଛି। ଏଡିସିପି, ଏସିପି ଏବଂ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ  କରାଯାଇଛି। ତେବେ କଟକ ଓ ଭୁବନେଶ୍ୱରର ମୋଟ ୨୬ଟି ଥାନାର ଆଇଆଇସିଙ୍କୁ ବଦଳି କରାଯାଇଛି। ଗିରିଜା ଶଙ୍କର ଚକ୍ରବର୍ତ୍ତୀ କ୍ୟାପିଟାଲ ଥାନାର ଆଇଆଇସି ହୋଇଛନ୍ତି। ଅରୁଣ କୁମାର ସ୍ୱାଇଁ ନୟାପଲ୍ଲୀ ଥାନାଧିକାରୀ ହୋଇଛନ୍ତି। ଖଣ୍ଡଗିରି ଥାନା ଆଇଆଇସି ହୋଇଛନ୍ତି ରଶ୍ମୀରଂଜନ ମହାପାତ୍ର। ସେହିପରି ବିଶ୍ୱରଂଜନ ନାୟକ ହେଲେ ଚନ୍ଦ୍ରଶେଖରପୁର ଥାନା ଆଇଆଇସି। ଅମିତାଭ ମହାପାତ୍ର ହେଲେ ଖାରବେଳନଗର […]

police-1234

police-1234

Jyoshna Pradhan
  • Published: Thursday, 14 February 2019
  • Updated: 14 February 2019, 02:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମିଶନରେଟ୍‌ ପୁଲିସ୍‌ରେ ବଡ଼ ଧରଣର ଅଦଳବଦଳ ହୋଇଛି। ଏଡିସିପି, ଏସିପି ଏବଂ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ  କରାଯାଇଛି। ତେବେ କଟକ ଓ ଭୁବନେଶ୍ୱରର ମୋଟ ୨୬ଟି ଥାନାର ଆଇଆଇସିଙ୍କୁ ବଦଳି କରାଯାଇଛି।

ଗିରିଜା ଶଙ୍କର ଚକ୍ରବର୍ତ୍ତୀ କ୍ୟାପିଟାଲ ଥାନାର ଆଇଆଇସି ହୋଇଛନ୍ତି। ଅରୁଣ କୁମାର ସ୍ୱାଇଁ ନୟାପଲ୍ଲୀ ଥାନାଧିକାରୀ ହୋଇଛନ୍ତି। ଖଣ୍ଡଗିରି ଥାନା ଆଇଆଇସି ହୋଇଛନ୍ତି ରଶ୍ମୀରଂଜନ ମହାପାତ୍ର। ସେହିପରି ବିଶ୍ୱରଂଜନ ନାୟକ ହେଲେ ଚନ୍ଦ୍ରଶେଖରପୁର ଥାନା ଆଇଆଇସି। ଅମିତାଭ ମହାପାତ୍ର ହେଲେ ଖାରବେଳନଗର ଥାନା ଆଇଆଇସି।

ଅନ୍ୟପକ୍ଷରେ ହିମାଂଶୁ ଭୂଷଣ ସ୍ୱାଇଁ ହେଲେ ବାଦାମବାଡ଼ି ଥାନା ଆଇଆଇସି। ରବି ନାରାୟଣ ଭଂଜ ହେଲେ ମାଲଗୋଦାମ ଥାନାଧିକାରୀ। ମନୋଜ ରୋଶନ ବିଲୁଙ୍ଗ ମଧୁପାଟଣା ଥାନା IIC ହୋଇଛନ୍ତି। ଏମିତି ୨୬ଟି ଥାନାର ଆଇଆଇସିଙ୍କୁ ବଦଳି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story