ପ୍ରକାଶ ପାଇଲା ଆଇଆଇଏମ୍‌ସି ପ୍ରବେଶିକା ପରୀକ୍ଷା ଫଳ

ଭୁବନେଶ୍ୱର: ପ୍ରକାଶ ପାଇଛି ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମସି) ଢେଙ୍କାନାଳ ଶାଖାର ପ୍ରବେଶିକା ପରୀକ୍ଷା ଫଳ। ଆଇଆଇଏମସିର ନିଜସ୍ୱ ୱେବସାଇଟ୍‌ରେ ଛାତ୍ରଛାତ୍ରୀ ମାନେ ଏହି ପରୀକ୍ଷା ଫଳ ଦେଖିପାରିବେ। ୨୦୧୮-୧୯ ଶିକ୍ଷାବର୍ଷ ପାଇଁ ଇଂରାଜୀ ଓ ଓଡ଼ିଆ ସାମ୍ବାଦିକତାରେ ନାମଲେଖା ପାଇଁ ଫଳ ପ୍ରକାଶ ପାଇଛି। ତେବେ ଓଡ଼ିଆ ସାମ୍ବାଦିକତା ପାଇଁ ଆବେଦନ କରିଥିବା ପିଲାମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୨୨ ଜଣ ପିଲାଙ୍କୁ ଚୟନ କରାଯାଇଛି। ଜାତୀୟସ୍ତରୀୟ ଏହି ସଂସ୍ଥାନରେ ଓଡ଼ିଆ ସାମ୍ବାଦିକତା  ଶିକ୍ଷା […]

h-999-9

h-999-9

Rakesh Mallick
  • Published: Monday, 16 July 2018
  • Updated: 16 July 2018, 10:32 PM IST

Sports

Latest News

ଭୁବନେଶ୍ୱର: ପ୍ରକାଶ ପାଇଛି ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମସି) ଢେଙ୍କାନାଳ ଶାଖାର ପ୍ରବେଶିକା ପରୀକ୍ଷା ଫଳ। ଆଇଆଇଏମସିର ନିଜସ୍ୱ ୱେବସାଇଟ୍‌ରେ ଛାତ୍ରଛାତ୍ରୀ ମାନେ ଏହି ପରୀକ୍ଷା ଫଳ ଦେଖିପାରିବେ। ୨୦୧୮-୧୯ ଶିକ୍ଷାବର୍ଷ ପାଇଁ ଇଂରାଜୀ ଓ ଓଡ଼ିଆ ସାମ୍ବାଦିକତାରେ ନାମଲେଖା ପାଇଁ ଫଳ ପ୍ରକାଶ ପାଇଛି। ତେବେ ଓଡ଼ିଆ ସାମ୍ବାଦିକତା ପାଇଁ ଆବେଦନ କରିଥିବା ପିଲାମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୨୨ ଜଣ ପିଲାଙ୍କୁ ଚୟନ କରାଯାଇଛି। ଜାତୀୟସ୍ତରୀୟ ଏହି ସଂସ୍ଥାନରେ ଓଡ଼ିଆ ସାମ୍ବାଦିକତା  ଶିକ୍ଷା ପାଇଁ ୨୩ ଟି ସିଟ୍‌ ରହିଛି। ଏଠାରେ ଅଧ୍ୟୟନ ପାଇଁ ଆବେଦନ କରିଥିବା ଛାତ୍ରଛାତ୍ରୀ ମାନଙ୍କର ପ୍ରଥମେ ଲିଖିତ ଓ ପରେ ମୌଖିକ ପରୀକ୍ଷା କରାଯାଇଥିଲା। ଏଥିରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା  ୨୨ ଜଣ ପିଲାଙ୍କୁ ଚୟନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story