ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) କାର ପାର୍କିଂ ପାଇଁ ଉଚ୍ଛେଦ। ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲଡିଂ କଡରେ ର୍ନିମାଣାଧିନ ବହୁତଳ କାର ପାର୍କିଂର ଅଗ୍ରଗତିରେ ବାଧା ସୃଷ୍ଟି କରୁଥିବା ୨୪ଟି ଉଠା ଦୋକାନୀଙ୍କ ବେଆଇନ ର୍ନିମାଣ ଉଛେଦ କଲା ବିଏମ୍ସି। ପୁଲିସର ସହାୟତାରେ ନେଇ ବୁଲଡୋଜ଼ର ଲଗାଇ ଉଚ୍ଛେଦ କରିଛ ବିଏମସି। ସେପଟେ ଏହି ଉଚ୍ଛେଦକୁ ବେଆଇନ ଦର୍ଶାଇଛି। ନିଖିଳ ଉତ୍କଳ ଉଠାଦେକାନ କ୍ଷୁଦ୍ର ବ୍ୟବସାୟୀ ସଂଘ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରି ବିଏମସି ଉଚ୍ଛେଦ କରିଥିବା ସଂଘ ଅଭିଯୋଗ କରିଛି। ସେପଟେ ସ୍ମାର୍ଟ ସିଟି ପ୍ରୋଜେକ୍ଟ ପକ୍ଷରୁ ଅଭିଯୋଗ ପରେ ବିଏମସି ଏଭଳି ପଦକ୍ଷେପ ନେଇଥିବା କହିଛି। ଆଗକୁ ବି ବେଆଇନ ନିର୍ମାଣ ଉଚ୍ଛେଦ କରାଯିବ ବୋଲି କହିଛନ୍ତି ବିଏମସି ଆସିଷ୍ଟାଣ୍ଡ କମିଶନର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।