ଦିନ ଦୁଇଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୮ଟି ଜିଲ୍ଲାରେ ଆଜି ଝଡ଼ତୋଫାନ ସହ ବର୍ଷା ହେବ। ଏହା ସହ ଘଡ଼ଘଡ଼ି ମାରିବ। ଏନେଇ ଏହି ଜିଲ୍ଲାଗୁଡ଼ିକୁ ଅପରାହ୍ଣ ଦୁଇଟା ଯାଏ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କନ୍ଧମାଳ।

Untitled-1-4-1 (1)

Untitled-1-4-1 (1)

Tapaswini Nayak
  • Published: Wednesday, 05 September 2018
  • Updated: 05 September 2018, 08:31 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୮ଟି ଜିଲ୍ଲାରେ ଆଜି ଝଡ଼ତୋଫାନ ସହ ବର୍ଷା ହେବ। ଏହା ସହ ଘଡ଼ଘଡ଼ି ମାରିବ।

ଏନେଇ ଏହି ଜିଲ୍ଲାଗୁଡ଼ିକୁ ଅପରାହ୍ଣ ଦୁଇଟା ଯାଏ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କନ୍ଧମାଳ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos