ଦିନ ସାଢ଼େ ଗୋଟାଏ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୨ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୟାଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ପୁରୀ।

rain-1..

rain-1..

Jyoshna Pradhan
  • Published: Tuesday, 24 September 2019
  • Updated: 24 September 2019, 10:27 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୨ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୟାଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ପୁରୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos