ଦିନ ସାଢ଼େ ଗୋଟାଏ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୩ଟି ଜିଲ୍ଲାବାସୀଙ୍କୁ ଦିନ ୧ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ ଓ ନୟାଗଡ଼। ଏଥିସହ […]

rain

rain

Jyoshna Pradhan
  • Published: Tuesday, 25 February 2020
  • Updated: 25 February 2020, 11:00 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୧୩ଟି ଜିଲ୍ଲାବାସୀଙ୍କୁ ଦିନ ୧ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ ଓ ନୟାଗଡ଼। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story