Advertisment

ସକାଳ ସାଢ଼େ ଆଠଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ ତୋଫାନ, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୮ଟା ୩୦ ଯାଏ ୩ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି-କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର।

ଅଦ୍ୟତନ ହୋଇଛି
ସକାଳ ସାଢ଼େ ଆଠଟା ଯାଏ ସତର୍କ ରୁହନ୍ତୁ

rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ ତୋଫାନ, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

ସକାଳ ୮ଟା ୩୦ ଯାଏ ୩ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି-କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe