Advertisment

ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ସକାଳ ୮ଟା ୩୦ ପର୍ଯ୍ୟନ୍ତ ୭ଟି ଜିଲ୍ଲାବାସୀ ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି-ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର।

ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରୁହନ୍ତୁ

Rain on umbrella

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

Advertisment

ସକାଳ ୮ଟା ୩୦ ପର୍ଯ୍ୟନ୍ତ ୭ଟି ଜିଲ୍ଲାବାସୀ ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି-ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe