/odisha-reporter/media/post_attachments/uploads/2020/03/rain-12-750x430.jpg)
rain-12-750x430
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Advertisment
ସକାଳ ୮ଟା ୩୦ଯାଏ ସତର୍କ ରହିବାକୁ ୭ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ସମ୍ବଲପୁର, ଦେବଗଡ଼, ନୂଆପଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ବରଗଡ଼। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
