ସକାଳ ସାଢ଼େ ଆଠଟା ଯାଏ ସତର୍କ ରୁହନ୍ତୁ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୮ଟା ୩୦ଯାଏ ସତର୍କ ରହିବାକୁ ୭ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ସମ୍ବଲପୁର, ଦେବଗଡ଼, ନୂଆପଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ବରଗଡ଼। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି।
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସକାଳ ୮ଟା ୩୦ଯାଏ ସତର୍କ ରହିବାକୁ ୭ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ସମ୍ବଲପୁର, ଦେବଗଡ଼, ନୂଆପଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ବରଗଡ଼। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି।