ଏହିସବୁ ଜିଲ୍ଲାରେ ହୋଇପାରେ ଧୂଳିଝଡ଼, ବଜ୍ରପାତ ସହ ହାଲ୍‌କା ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଧୂଳିଝଡ଼, ବଜ୍ରପାତ ସହ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୦ଟା ୪୫ ଯାଏ ୧୩ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି ଓ ସୋନପୁର। ଗତ ୪ରୁ୫ […]

lighting12

lighting12

Jyoshna Pradhan
  • Published: Friday, 14 June 2019
  • Updated: 14 June 2019, 09:29 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଧୂଳିଝଡ଼, ବଜ୍ରପାତ ସହ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୦ଟା ୪୫ ଯାଏ ୧୩ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି ଓ ସୋନପୁର।

ଗତ ୪ରୁ୫ ଦିନ ଧରି ରାଜ୍ୟର ବହୁ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ କାଳବୈଶାଖୀ ବର୍ଷା ଯୋଗୁ ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଗତକାଲି ରାଜ୍ୟର ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।। ତେବେ କାଳବୈଶାଖୀ ଯୋଗୁ କିଛି ସ୍ଥାନରେ ତାତି ସାମାନ୍ୟ କମିଥିଲେ ବି ଲୋକେ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story