ଆଜି ହୋଇପାରେ ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ସକାଳ ୧୦ଟା ୩୦ ପର୍ଯ୍ୟନ୍ତ  ସତର୍କ ରହିବାକୁ ଏହି ଜିଲ୍ଲାଗୁଡ଼ିକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଭଦ୍ରକ ଓ ସୁନ୍ଦରଗଡ଼। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି। ଏଥିପାଇଁ  ସମୁଦ୍ର ଭିତରକୁ ନ […]

rain..8-750x430

Tapaswini Nayak
  • Published: Saturday, 24 August 2019
  • , Updated: 24 August 2019, 09:55 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ସକାଳ ୧୦ଟା ୩୦ ପର୍ଯ୍ୟନ୍ତ  ସତର୍କ ରହିବାକୁ ଏହି ଜିଲ୍ଲାଗୁଡ଼ିକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଭଦ୍ରକ ଓ ସୁନ୍ଦରଗଡ଼।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି। ଏଥିପାଇଁ  ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ  ଦିଆଯାଇଛି।

Related story