ଦିନ ୨ଟା ଯାଏ ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର  କିଛି ଜିଲ୍ଲାରେ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଜାରି କରାଯାଇଛି। ଦିନ ୨ଟା ଯାଏ ୧୪ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି,ସମ୍ବଲପୁର, ସୋନପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ,ଗଜପତି, ରାୟଗଡ଼ା ଓ ନୟାଗଡ଼।

rain

Jyoshna Pradhan
  • Published: Friday, 14 June 2019
  • , Updated: 14 June 2019, 11:41 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର  କିଛି ଜିଲ୍ଲାରେ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଜାରି କରାଯାଇଛି।

ଦିନ ୨ଟା ଯାଏ ୧୪ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି,ସମ୍ବଲପୁର, ସୋନପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ,ଗଜପତି, ରାୟଗଡ଼ା ଓ ନୟାଗଡ଼।

Related story