ବର୍ଷିବ, ଘଡ଼ଘଡ଼ି ମାରିବ: ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏଥିପାଇଁ ୬ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦିନ ୧୨ଟା ଯାଏ ଏହି ସବୁ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧା। ଏହାସହ ଭୁବନେଶ୍ୱର ଓ କଟକରେ ସ୍ୱଳ୍ପ ବର୍ଷା ହେବା ସହ ଘଡ଼ଘଡ଼ି ବି […]

weather99999999999999

Tapaswini Nayak
  • Published: Friday, 07 June 2019
  • , Updated: 07 June 2019, 09:39 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏଥିପାଇଁ ୬ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦିନ ୧୨ଟା ଯାଏ ଏହି ସବୁ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧା।

ଏହାସହ ଭୁବନେଶ୍ୱର ଓ କଟକରେ ସ୍ୱଳ୍ପ ବର୍ଷା ହେବା ସହ ଘଡ଼ଘଡ଼ି ବି ମାରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Related story