ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୭ଟି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ଅପରାହ୍ନ ୩ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି କନ୍ଧମାଳ, ଗଜପତି ଏବଂ ଗଞ୍ଜାମ।
ସୂଚନାଯୋଗ୍ୟ, ଘଡ଼ଘଡ଼ି ଓ ବର୍ଷା ନେଇ ଆଜି ଦିନ ୧୨ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୩ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।
Crime
ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ; ଉଭୟ ମେଡ଼ିକାଲ୍ରେ
ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି।
Accident
ବାଇକ୍କୁ ଧକ୍କା ଦେଲା କାର୍: ଶାଶୁ ମୃତ, ଜ୍ୱାଇଁ ଗୁରୁତର
କୌଣସି ଏକ କାମରେ ରଞ୍ଜ ବିଶ୍ୱାଳ ତାଙ୍କ ଜ୍ୱାଇଁ ସହିତ ମୁକ୍ତାପଶି ଆସିଥିବା ବେଳେ ଘଟିଥିଲା ଦୁର୍ଘଟଣା।