୭ଟି ଜିଲ୍ଲାକୁ ଅପରାହ୍ଣ ୩ଟା୧୫ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୭ଟି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ଅପରାହ୍ନ ୩ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି କନ୍ଧମାଳ, ଗଜପତି ଏବଂ ଗଞ୍ଜାମ। ସୂଚନାଯୋଗ୍ୟ, ଘଡ଼ଘଡ଼ି ଓ ବର୍ଷା ନେଇ ଆଜି ଦିନ ୧୨ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ […]

Jyoshna Pradhan
  • Published: Monday, 03 June 2019
  • Updated: 03 June 2019, 01:52 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୭ଟି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ଅପରାହ୍ନ ୩ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି କନ୍ଧମାଳ, ଗଜପତି ଏବଂ ଗଞ୍ଜାମ।

ସୂଚନାଯୋଗ୍ୟ, ଘଡ଼ଘଡ଼ି ଓ ବର୍ଷା ନେଇ ଆଜି ଦିନ ୧୨ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୩ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story