ଦିନ ୧୧ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୮ଟି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୧ ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାବାସୀଙ୍କୁ  ସତର୍କ ରହିବାକୁ କୁହାଯାଉଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଓ ଯାଜପୁର।    

Jyoshna Pradhan
  • Published: Sunday, 30 June 2019
  • Updated: 30 June 2019, 09:44 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୮ଟି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୧ ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାବାସୀଙ୍କୁ  ସତର୍କ ରହିବାକୁ କୁହାଯାଉଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଓ ଯାଜପୁର।

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos