୮ଟା ୪୫ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ନେଇ ରାଜ୍ୟର ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। କଳାହାଣ୍ଡି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଆଜି ରାତି ୮ଟା ୪୫ ଯାଏ ସତର୍କ ରହିବାକୁ ଏହିସବୁ ଜିଲ୍ଲାବାସୀଙ୍କୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ସବୁ ଜିଲ୍ଲାର ଗୋଟିଏ, […]

imd

imd

Jitendra Garnayak
  • Published: Friday, 12 April 2019
  • Updated: 12 April 2019, 06:34 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ନେଇ ରାଜ୍ୟର ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

କଳାହାଣ୍ଡି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଆଜି ରାତି ୮ଟା ୪୫ ଯାଏ ସତର୍କ ରହିବାକୁ ଏହିସବୁ ଜିଲ୍ଲାବାସୀଙ୍କୁ କୁହାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ସବୁ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ହୋଇପାରେ। ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story