ଆଉ ୧୨ ଘଣ୍ଟା ସତର୍କ ରୁହନ୍ତ; ପବନ ବହିବ, କୁଆପଥର ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆହୁରି ୧୨ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ତାଣ୍ଡବ ଜାରି ରହିବ। ରାଜ୍ୟର ବିଭିନ୍ନ ସ୍ଥାନରେ କୂଆପଥର ବର୍ଷା ସହ ପବନ ବହିବ। ଏହାସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଆସନ୍ତାକାଲି ଠାରୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ଗତକାଲି ରାଜ୍ୟର […]

rain

rain

Jitendra Garnayak
  • Published: Thursday, 28 February 2019
  • Updated: 28 February 2019, 08:16 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆହୁରି ୧୨ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ତାଣ୍ଡବ ଜାରି ରହିବ। ରାଜ୍ୟର ବିଭିନ୍ନ ସ୍ଥାନରେ କୂଆପଥର ବର୍ଷା ସହ ପବନ ବହିବ। ଏହାସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଆସନ୍ତାକାଲି ଠାରୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି।

[caption id="attachment_345621" align="aligncenter" width="750"]rain1 ଗତକାଲି ରାତିରେ ଭୁବନେଶ୍ୱରରେ ବର୍ଷା ହେବା ବେଳର ଦୃଶ୍ୟ[/caption]

ଗତକାଲି ରାଜ୍ୟର କିଛି ସ୍ଥାନରେ ଜୋରରେ ପବନ ହେବା ସହ ବର୍ଷା ହୋଇଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଜୋରରେ ପବନ ବହିବା ସହିତ ବର୍ଷା ହୋଇଥିଲା।

[caption id="attachment_345626" align="aligncenter" width="750"]tree ରାଜଧାନୀରେ ଭାଙ୍ଗି ଯାଇଛି ଗଛ[/caption]

ରାତି ୧୧ଟା ପରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ହୋଇଥିଲା। କେତେକ ସ୍ଥାନରେ ଗଛ ଓ ହୋଡିଂ ଉପୁଡ଼ି ପଡ଼ିଥିଲା।

hording

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story