ଦିନ ସାଢ଼େ ୧୦ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଜି ବି କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୧ଟି ଜିଲ୍ଲାବାସୀଙ୍କୁ ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ  ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଭଦ୍ରକ, […]

rain-12

rain-12

Jyoshna Pradhan
  • Published: Friday, 25 October 2019
  • Updated: 25 October 2019, 10:10 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଜି ବି କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୧୧ଟି ଜିଲ୍ଲାବାସୀଙ୍କୁ ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ  ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଭଦ୍ରକ, ବାଲେଶ୍ୱର ଓ ଢେଙ୍କାନାଳ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story