ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଅପରାହ୍ଣ ୪ଟା୩୦ ଯାଏ ସତର୍କ ରହିବାକୁ ୧୨ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି - ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୋନପୁର, ଦେବଗଡ଼, ଢେଙ୍କାନାଳ, ଅନୁଗୋଳ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ କଟକ।
ସୂଚନାଯୋଗ୍ୟ, ବର୍ଷା ଓ ବଜ୍ରପାତ ନେଇ ଆଜି ଦିନ ୧୦ଟା ୩୦ ଯାଏ ୬ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।