ଦିନ ସାଢ଼େ ୧୦ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ  ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୦ଟା ୩୦ ପର୍ଯ୍ୟନ୍ତ ୩ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ ଓ କନ୍ଧମାଳ।

lightning-trees.ngsversion-750x421-1-750x421

Jyoshna Pradhan
  • Published: Friday, 01 November 2019
  • , Updated: 01 November 2019, 10:44 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ  ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୦ଟା ୩୦ ପର୍ଯ୍ୟନ୍ତ ୩ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ ଓ କନ୍ଧମାଳ।

Related story