ସକାଳ ସାଢ଼େ ୯ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।  ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୯ଟା ୩୦ ଯାଏ ତିନୋଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ଼।

rain-12

Jyoshna Pradhan
  • Published: Monday, 28 October 2019
  • , Updated: 28 October 2019, 08:41 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।  ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୯ଟା ୩୦ ଯାଏ ତିନୋଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ଼।

Related story