ସକାଳ ସାଢ଼େ ୯ଟା ଯାଏ ସତର୍କ ରୁହନ୍ତୁ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୯ଟା ୩୦ ଯାଏ ତିନୋଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ଼।
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସକାଳ ୯ଟା ୩୦ ଯାଏ ତିନୋଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ଼।