ସକାଳ ସାଢ଼େ ଦଶଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜାଗାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ୬ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ପୁରୀ ଏବଂ ଗଜପତି।  

rain

Jyoshna Pradhan
  • Published: Friday, 23 August 2019
  • , Updated: 23 August 2019, 08:13 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜାଗାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ୬ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ପୁରୀ ଏବଂ ଗଜପତି।

 

Related story