ସକାଳ ସାଢ଼େ ଦଶଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ୮ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ନୂଆପଡ଼ା, ବଲାଙ୍ଗିର, […]

rain-2

rain-2

Jyoshna Pradhan
  • Published: Sunday, 25 August 2019
  • Updated: 25 August 2019, 09:39 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ୮ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର ଓ ସୁନ୍ଦରଗଡ଼।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story