ଦିନ ସାଢ଼େ ଦଶଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରିଛି। ଦିନ ୧୦ଟା ୩୦ ଯାଏ ୮ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ  ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଅନୁଗୋଳ, ସୋନପୁର, ବୌଦ୍ଧ ଓ ଦେବଗଡ଼।

lightening

Jyoshna Pradhan
  • Published: Sunday, 18 August 2019
  • , Updated: 18 August 2019, 08:20 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରିଛି।

ଦିନ ୧୦ଟା ୩୦ ଯାଏ ୮ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ  ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଅନୁଗୋଳ, ସୋନପୁର, ବୌଦ୍ଧ ଓ ଦେବଗଡ଼।

Related story