ଦିନ ୧୧ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୧ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି।

Jyoshna Pradhan
  • Published: Sunday, 20 October 2019
  • , Updated: 20 October 2019, 08:47 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୧ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି।

Related story