ଦୁଇଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଦୁଇଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହା ସହିତ ଘଡ଼ଘଡ଼ି ବି ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଦୁଇ ଜିଲ୍ଲା ହେଉଛି- ଗଞ୍ଜାମ ଓ ଗଜପତି। ଦୁଇ ଜିଲ୍ଲାବାସୀଙ୍କୁ ସକାଳ ସାଢ଼େ ୧୦ଟା ଯାଏ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।    

Heavy_Rain

Tapaswini Nayak
  • Published: Wednesday, 17 July 2019
  • , Updated: 17 July 2019, 07:48 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଦୁଇଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହା ସହିତ ଘଡ଼ଘଡ଼ି ବି ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଦୁଇ ଜିଲ୍ଲା ହେଉଛି- ଗଞ୍ଜାମ ଓ ଗଜପତି। ଦୁଇ ଜିଲ୍ଲାବାସୀଙ୍କୁ ସକାଳ ସାଢ଼େ ୧୦ଟା ଯାଏ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

 

 

Related story