୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୂର୍ବାହ୍ନ ୧୦ଟା ୩୦ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି କଟକ, କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା ଓ ମାଲକାନଗିର। ସୂଚନାଯୋଗ୍ୟ, ଆଜି ସକାଳେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା।

rain8

Tapaswini Nayak
  • Published: Wednesday, 18 September 2019
  • , Updated: 18 September 2019, 08:47 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୂର୍ବାହ୍ନ ୧୦ଟା ୩୦ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି କଟକ, କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା ଓ ମାଲକାନଗିର। ସୂଚନାଯୋଗ୍ୟ, ଆଜି ସକାଳେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା।

Related story