୧୫ ଜିଲ୍ଲା ହୁସିଆର! ମଧ୍ୟାହ୍ନ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ରାତିରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି।  କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇଛି। ବର୍ଷା ଯୋଗୁ ବିଭିନ୍ନ ସ୍ଥାନ ଜଳବନ୍ଦୀ ହୋଇଛି। ସ୍ଥିତି ସାମାନ୍ୟ ହୋଇ ନଥିବା ବେଳେ ଆଜି ମଧ୍ୟ ବର୍ଷା, ବଜ୍ରପାତ, ଘୂର୍ଣ୍ଣିଝଡ଼ ଓ ପବନ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୫ ଜିଲ୍ଲାକୁ ଦିନ ୧୧ଟା ୪୫ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି […]

lightning

lightning

Jyoshna Pradhan
  • Published: Friday, 12 October 2018
  • Updated: 12 October 2018, 09:12 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ରାତିରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି।  କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇଛି। ବର୍ଷା ଯୋଗୁ ବିଭିନ୍ନ ସ୍ଥାନ ଜଳବନ୍ଦୀ ହୋଇଛି।

ସ୍ଥିତି ସାମାନ୍ୟ ହୋଇ ନଥିବା ବେଳେ ଆଜି ମଧ୍ୟ ବର୍ଷା, ବଜ୍ରପାତ, ଘୂର୍ଣ୍ଣିଝଡ଼ ଓ ପବନ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୧୫ ଜିଲ୍ଲାକୁ ଦିନ ୧୧ଟା ୪୫ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି କଟକ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଯାଜପୁର, ଭଦ୍ରକ, ଜଗତସିଂହପୁର,ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କନ୍ଧମାଳ, ସୁନ୍ଦରଗଡ଼ ଓ ଦେବଗଡ଼। ତେବେ ବର୍ଷା ବେଳେ ପ୍ରବଳ ପବନ ବହିବା ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos