୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୫ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ରାତି ୭ଟା ଯାଏ ଏହି ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ ଓ ନୟାଗଡ଼। ଏହି ସବୁ ସ୍ଥାନରେ ବିଜୁଳି, ଘଡ଼ଘଡ଼ ଓ ପବନ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

thunderstorm

Jitendra Garnayak
  • Published: Thursday, 09 May 2019
  • , Updated: 09 May 2019, 04:56 PM IST

Related story