ଏହିସବୁ ଜିଲ୍ଲାରେ ହେବ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼ ଓ ଖୋର୍ଦ୍ଧା। ଏହିସବୁ ଜିଲ୍ଲାବାସୀଙ୍କୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

lighting

Jyoshna Pradhan
  • Published: Monday, 08 July 2019
  • , Updated: 08 July 2019, 02:08 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି- ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼ ଓ ଖୋର୍ଦ୍ଧା। ଏହିସବୁ ଜିଲ୍ଲାବାସୀଙ୍କୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

Related story