ଏହିସବୁ ଜିଲ୍ଲାରେ ଧୂଳିଝଡ଼ ସହ ହୋଇପାରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୯ଟି ଜିଲ୍ଲାରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ଏସବୁ ସ୍ଥାନରେ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ମଧ୍ୟ ହୋଇପାରେ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଯେଉଁ ସବୁ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ କୁହାଯାଇଛି, ସେଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡ଼ା ,ଖୋର୍ଦ୍ଧା, ଯାଜପୁର, କଟକ ‌ଓ ଜଗତସିଂହପୁର। ଦିନ ୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ସବୁ ଜିଲ୍ଲାଗୁଡ଼ିକୁ ପରାମର୍ଶ […]

89-1-1

89-1-1

Tapaswini Nayak
  • Published: Saturday, 15 June 2019
  • Updated: 15 June 2019, 11:47 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୯ଟି ଜିଲ୍ଲାରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ଏସବୁ ସ୍ଥାନରେ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ମଧ୍ୟ ହୋଇପାରେ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି।

ଯେଉଁ ସବୁ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ କୁହାଯାଇଛି, ସେଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡ଼ା ,ଖୋର୍ଦ୍ଧା, ଯାଜପୁର, କଟକ ‌ଓ ଜଗତସିଂହପୁର।

ଦିନ ୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ସବୁ ଜିଲ୍ଲାଗୁଡ଼ିକୁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos