ଦିନ ସାଢ଼େ ଗୋଟାଏ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ଣ ସାଢ଼େ ଗୋଟାଏ ଯାଇ ସତର୍କ ରହିବାକୁ ୧୧ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ନୟାଗଡ଼। ସେହିପରି ପ୍ରବଳ ବର୍ଷା ଓ ଘଡ଼ଘଡ଼ି […]

rain-2

rain-2

Jyoshna Pradhan
  • Published: Friday, 21 June 2019
  • Updated: 21 June 2019, 11:34 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅପରାହ୍ଣ ସାଢ଼େ ଗୋଟାଏ ଯାଇ ସତର୍କ ରହିବାକୁ ୧୧ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ନୟାଗଡ଼।

ସେହିପରି ପ୍ରବଳ ବର୍ଷା ଓ ଘଡ଼ଘଡ଼ି ମାରିବା ନେଇ ଆଜି ଦିନ ୧୦ଟା ୩୦ ଯାଏ ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ନୟାଗଡ଼ ଜିଲ୍ଲାବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story