୬ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୬ଟି ଜିଲ୍ଲା ପାଇଁ ଆଜି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସବୁ ଜିଲ୍ଲା ଗୁଡ଼ିକରେ ଆଜି ହାଲ୍‌କା ବର୍ଷା ସହିତ ବିଜୁଳି ମାରିବ ବୋଲି କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଓ ଗଜପତି। ସନ୍ଧ୍ୟା ୫ଟା ଯାଏ ସତର୍କ ରହିବାକୁ ଏହି ସବୁ ଜିଲ୍ଲାବାସୀଙ୍କୁ କୁହାଯାଇଛି। ସୂଚନାଯୋଗ୍ୟ, ଗତ କିଛି ଦିନ ହେବ ରାଜ୍ୟରେ ଅସହ୍ୟ ଖରା […]

thunder

thunder

Jitendra Garnayak
  • Published: Sunday, 12 May 2019
  • Updated: 12 May 2019, 03:04 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୬ଟି ଜିଲ୍ଲା ପାଇଁ ଆଜି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସବୁ ଜିଲ୍ଲା ଗୁଡ଼ିକରେ ଆଜି ହାଲ୍‌କା ବର୍ଷା ସହିତ ବିଜୁଳି ମାରିବ ବୋଲି କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଓ ଗଜପତି।

ସନ୍ଧ୍ୟା ୫ଟା ଯାଏ ସତର୍କ ରହିବାକୁ ଏହି ସବୁ ଜିଲ୍ଲାବାସୀଙ୍କୁ କୁହାଯାଇଛି।

ସୂଚନାଯୋଗ୍ୟ, ଗତ କିଛି ଦିନ ହେବ ରାଜ୍ୟରେ ଅସହ୍ୟ ଖରା ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହେଉଛି। ଟିଟିଲାଗଡ଼, ସମ୍ବଲପୁର ଓ ସୋନପୁର ଆଦି ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଟପି ଯାଇଛି।

ତେବେ ଗତକାଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଜିଠାରୁ ପ୍ରାୟ ପାଞ୍ଚ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ। ସେଥିପାଇଁ ତାପମାତ୍ରା ଟିକେ କମିପାରେ। ତେବେ ଏହି ଦିନଗୁଡ଼ିକରେ କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story