ଦିନ ୨ଟା ଯାଏ ସାବଧାନ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ଠାରୁ ‘ତିତ୍‌ଲି’ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କିଛି ସ୍ଥାନରେ ବର୍ଷା ସହିତ ବଜ୍ରପାତ, ଘୂର୍ଣ୍ଣିଝଡ଼ ଓ ପବନ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗକେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୫ ଜିଲ୍ଲାକୁ ଦିନ ୨ଟା ଯାଏ ସତର୍କ ପାଇଁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କଟକ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଯାଜପୁର, ଭଦ୍ରକ, ଜଗତସିଂହପୁର […]

rain

Jyoshna Pradhan
  • Published: Friday, 12 October 2018
  • , Updated: 12 October 2018, 02:27 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ଠାରୁ ‘ତିତ୍‌ଲି’ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କିଛି ସ୍ଥାନରେ ବର୍ଷା ସହିତ ବଜ୍ରପାତ, ଘୂର୍ଣ୍ଣିଝଡ଼ ଓ ପବନ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗକେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୧୫ ଜିଲ୍ଲାକୁ ଦିନ ୨ଟା ଯାଏ ସତର୍କ ପାଇଁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କଟକ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଯାଜପୁର, ଭଦ୍ରକ, ଜଗତସିଂହପୁର ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କନ୍ଧମାଳ, ସୁନ୍ଦରଗଡ଼ ଓ ଦେବଗଡ଼।

ବର୍ଷା ବେଳେ ପ୍ରବଳ ପବନ ବହିବା ସମ୍ଭାବନା ରହିଛି।

Related story