Advertisment

ହୋଇପାରେ ଝଡ଼ବର୍ଷା, ସତର୍କ ରହିବାକୁ ୪ ଜିଲ୍ଲାବାସୀଙ୍କୁ ପରାମର୍ଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୪ଟି ଜିଲ୍ଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଚାରୋଟି ଜିଲ୍ଲା ହେଉଛି- ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ବାଲେଶ୍ୱର। ଅପରାହ୍ନ ୪ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଚାରୋଟି ଜିଲ୍ଲାର ଲୋକଙ୍କୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ହୋଇପାରେ ଝଡ଼ବର୍ଷା, ସତର୍କ ରହିବାକୁ ୪ ଜିଲ୍ଲାବାସୀଙ୍କୁ ପରାମର୍ଶ

hhjjj9999

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୪ଟି ଜିଲ୍ଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଏହି ଚାରୋଟି ଜିଲ୍ଲା ହେଉଛି- ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ବାଲେଶ୍ୱର।

ଅପରାହ୍ନ ୪ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଚାରୋଟି ଜିଲ୍ଲାର ଲୋକଙ୍କୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe