୫ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):୫ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଅପରାହ୍ନ ୫ଟା ୪୫ ଯାଏଁ ସତର୍କ ରହିବାକୁ କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ନୟାଗଡ଼। ଏହି ସବୁ ସ୍ଥାନରେ ଧୂଳି ଝଡ଼, ବିଜୁଳି, ଘଡ଼ଘଡ଼ି ଓ ପବନ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଉକ୍ତ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):୫ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଅପରାହ୍ନ ୫ଟା ୪୫ ଯାଏଁ ସତର୍କ ରହିବାକୁ କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ନୟାଗଡ଼।
ଏହି ସବୁ ସ୍ଥାନରେ ଧୂଳି ଝଡ଼, ବିଜୁଳି, ଘଡ଼ଘଡ଼ି ଓ ପବନ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଉକ୍ତ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।