ଆହୁରି ବଢ଼ିବ ତାତି, ୮ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ଅସମ୍ଭାଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଲାଗୁଛି ସତେ ଯେମିତି ନିଆଁ ବର୍ଷୁଛି। ବିଶେଷ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଲୋକେ କଲବଲ ହେଉଛନ୍ତି। ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବି ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ଏବେ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ପାଇବା ମୁସ୍କିଲ୍‌। ତାତି ଆହୁରି […]

heatwave

heatwave

Jitendra Garnayak
  • Published: Monday, 20 May 2019
  • Updated: 20 May 2019, 08:53 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ଅସମ୍ଭାଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଲାଗୁଛି ସତେ ଯେମିତି ନିଆଁ ବର୍ଷୁଛି। ବିଶେଷ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଲୋକେ କଲବଲ ହେଉଛନ୍ତି। ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବି ସ୍ଥିତି ଅସମ୍ଭାଳ ହୋଇପଡ଼ିଛି।

ଏବେ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ପାଇବା ମୁସ୍କିଲ୍‌। ତାତି ଆହୁରି ବଢ଼ିବାର ଆଶଙ୍କା ଥିବାରୁ ୮ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି। ବଲାଙ୍ଗିର, ସୁବର୍ଣ୍ଣପୁର, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ପାଇଁ ଏହି ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ସ୍ଥାନରେ ଅସମ୍ଭାଳ ତାତି ସାଙ୍ଗକୁ ଝାଞ୍ଜି ବହିବାର ସମ୍ଭାବନା ରହିଛି। ତେବେ ୩ ଦିନ ପରେ ପାଣିପାଗରେ ସାମାନ୍ୟ ସୁଧାର ଆସିବାର ସମ୍ଭାବନା ରହିଛି।

ଖରା ଅସ୍ତବ୍ୟସ୍ତ କରି ସାରିଥିବା ବେଳେ ଏବେ ସମସ୍ତଙ୍କ ଅପେକ୍ଷା ମୌସୁମୀ ବର୍ଷାକୁ। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଗତକାଲିଠାରୁ ଆଣ୍ଡାମାନ ଛୁଇଁ ସାରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଜୁନ୍ ୬ ସୁଦ୍ଧା ଏହା କେରଳକୁ ଭିଜାଇବ। ଏହାର ପ୍ରାୟ ୮ଦିନ ପରେ ୧୪ କିମ୍ବା ୧୫ରେ ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story